ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ

ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଳକର ଡୁକୁରା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଆଜି ସପନଚୁଆ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ସପନଚୁଆ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଅନୁକୁଲ୍ୟରେ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି ।

ଡ଼ାକ୍ତର ସୁଶାନ୍ତ ବାରିକ ଯୋଗ ଦେଇ ତମାଖୁ ସେବନ ଜନିତ ବିଭିନ୍ନ ରୋଗ ଉପରେ ଆଲୋଚନା କରିଥିଲେ ଏବଂ ତମାଖୁ ବର୍ଜନ କରିବା ସହ ତମାଖୁ ମୁକ୍ତ ରାଷ୍ଟ୍ର ଗଠନ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଶପଥ ପାଠ କରାଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes