ବିଶ୍ୱକପ୍ ହକି ପାଇଁ ଭାରତୀୟ ଦଳ ଘୋଷଣା, ଅମିତ ରୋହିଦାସଙ୍କୁ ଉପଅଧିନାୟକ ଦାୟିତ୍ୱ

ବିଶ୍ୱକପ୍ ହକି ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିବା ବେଳେ ଓଡ଼ିଶାର ଅମିତ ରୋହିଦାସଙ୍କୁ ଉପଅଧିନାୟକ ଦାୟିତ୍ୱ ମିଳିଛି।

ଅମିତ ରୋହିଦାସଙ୍କ ସହ ସଂଜୀବ ନିଲମ ଖେସ୍ ବି ଦଳରେ ସାମିଲ୍ ହୋଇଛନ୍ତି। ହରମନ ପ୍ରିତ ସିଂହ ଭାରତୀୟ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି। ଜାନୁଆରୀ ୧୩ରୁ ଓଡ଼ିଶାରେ ବିଶ୍ୱକପ୍ ହକି ଟୁର୍ଣ୍ଣାମେଣ୍ଟ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes