ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ କୁଳପତିଙ୍କ ବୈଠକ

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ନୂତନ କନଫ୍ରେନସ ହଲ ଠାରେ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ, ଶିକ୍ଷକ ଓ କୁଳପତିଙ୍କୁ ନେଇ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା ।

ଏଥିରେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ,କୁଳସଚିବ ପ୍ରଦୀପ ମିଶ୍ର, ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ପ୍ରତାପ କୁମାର ମହାନ୍ତି ମଞ୍ଚସିନ ଥିଲେ।ଛାତ୍ରୀ ନିବାସରେ ଖାଇବା ଭଲ ମିଳୁନଥିବା ଛାତ୍ରୀମାନେ ଅଭିଯୋଗ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes