ବିଶ୍ୱ ତମାଖୁ ବର୍ଜନ ଦିବସ ପାଳନ

ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟରେ ବିଶ୍ୱ ତମାଖୁ ଦିବସ ପାଳନ କରାଯାଇଛି।

ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ବିଶ୍ୱ ରଞ୍ଜନ ପତି ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes