ବିଶ୍ୱ ବିଦ୍ୟାଳୟରେ କବିଗୁରୁଙ୍କ ଜୟନ୍ତୀ

ବାଲେଶ୍ଵର ଫକୀରମୋହନ ବିଶ୍ୱ ବିଦ୍ୟାଳୟରେ କବିଗୁରୁ ରବୀନ୍ଦ୍ର ନାଥ ଟାଗୋରଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଥିବା ବେଳେ ଏହି ଅବସରରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର୍ ଡ଼କ୍ଟର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ଓଡ଼ିଆ ବିଭାଗ ଅଧ୍ୟାପକ ଗଣ ଯୋଗଦାନ କରି କବିଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes