ବିଶ୍ୱ ଶିଶୁ ଶ୍ରମ ବିରୋଧ ଦିବସ ପାଳିତ

ଅନୁଗୁଳ ଜିଲ୍ଲା ତାଳଚେର ତାଲୁକ୍ ଆଇନ୍ ସହାୟତା କମିଟି ତରଫରୁ ସ୍ଥାନୀୟ ରେମୁଆଁ ନୂଆସାହିସ୍ଥିତ ଅଙ୍ଗନୱାଡି କେନ୍ଦ୍ର ଠାରେ ଆଜି ବିଶ୍ୱ ଶିଶୁଶ୍ରମ ବିରୋଧ ଦିବସ ପାଳିତ ହୋଇଛି।

ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ରବିନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଉପଖଣ୍ଡସ୍ତରୀୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଲୋକନାଥ ମିଶ୍ର, ପ୍ରଥମ ଶ୍ରେଣୀ ବିଚାର ବିଭାଗ ଦଣ୍ଡାଧିକାରୀ ଅସିତ୍ କୁମାର ସାହୁ, ଆଇନ୍‌ଜୀବୀ ଓ ସମାଜସେବୀ ପ୍ରମୁଖ ଉପସ୍ଥିତ ରହି ଶିଶୁ ଶ୍ରମିକ ଲୋପ ପାଇବା ସମ୍ପର୍କରେ ଓ ଶିଶୁଙ୍କ ଶିକ୍ଷା ଓ ସ୍ୱାସ୍ଥ୍ୟ ଅଧିକାର ଉପରେ ଆଲୋକପାତ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes