ବିଷାକ୍ତ ଫଳ ଖାଇ ୧୫ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ୟୁପି ସ୍କୁଲର ପିଲାମାନେ ବିଷାକ୍ତ ଫଳ ଖାଇଥିବା ସୂଚନା ମିଳିଛି।

ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଭଣ୍ଡାରିପୋଖରୀ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes