ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା

ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ଜରାସିଙ୍ଗା ଗ୍ରାମର ଶରତ ସାହୁ ନାମକ ଜଣେ ଯୁବକ ଆଜି ବିଷ ପିଇ ଆତ୍ମହତ୍ୟା କରିଛନ୍ତି।

ପରିବାର ଲୋକେ ଜାଣିପାରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଅନୁଗୁଳ ଟାଉନ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes