ବୀଣାପାଣିଙ୍କ ବିୟୋଗରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଧର୍ମେନ୍ଦ୍ରଙ୍କ ଶୋକ

ବିଶିଷ୍ଟ ଲେଖିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି l

ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି କହିବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes