ବୀରମହାରାଜପୁରରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ପ୍ରଧାନ ଶିକ୍ଷକ ‌ନିରଞ୍ଜନ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ସ୍କୁଲର ସମସ୍ତ ଛାତ୍ର ଓ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes