ବୀରମହାରାଜପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

ଆଜି ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଅନ୍ୟ ଅଧିକାରୀମାନେ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes