ବୀରମହାରାଜପୁରରେ ବିଜ୍ଞାନ ମେଳା ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଆଜି ବ୍ଳକ ସ୍ତରୀୟ ଗଣିତ, ବିଜ୍ଞାନ ଓ ପରିବେଶ ମେଳା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଭାଗନେଇ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes