ବୀରମହାରାଜପୁରରେ ଯୁବ କଂଗ୍ରେସର ପଦଯାତ୍ରା

ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକରେ ଯୁବ କଂଗ୍ରେସର ପକ୍ଷରୁ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ବୀରମହାରାଜପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା, ଦେଉଳି – ବାଉଁଶୁଣୀ ମହାନଦୀ ସେତୁ ସମେତ ବିଭିନ୍ନ ସ୍ଥାନୀୟ ସମସ୍ୟା ନେଇ ସ୍ଥାନୀୟ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes