ବୀରମହାରାଜପୁରରେ ଶିଶୁ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଶିଶୁ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ଭ୍ରମଣ ଓ ଶିଶୁ ମାନଙ୍କୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes