ବୀରମହାରାଜପୁରରେ ସମ୍ବିଧାନ ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଆମ୍ବେଦକର ସେବା ସଂଘ ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଭିନ୍ନ ଅତିଥିଙ୍କ ସହ ସଂଘର କର୍ମକର୍ତ୍ତା ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes