ବୀରମହାରାଜପୁରରେ ହିନ୍ଦୁ ନବବର୍ଷ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଜି ଚୈତ୍ର ଶୁକ୍ଳ ପ୍ରତିପତା ଅବସରେ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes