ବୀରମହାରାଜପୁର କଲେଜରେ ପୁରସ୍କାର ବିତରଣ ଉତ୍ସବ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର କ୍ରୀଡା ପ୍ରତିଯୋଗିତା ଉତ୍ସବ ଗୁରୁବାର ଉଦଯାପିତ ହୋଇଥିବାବେଳେ ଶୁକ୍ରବାର ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ସୁଦାମ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ତଥା ପରିଚାଳନା ସମିତିର ସଭାପତି ଆଇନଜିବି ସ୍ଵୟମ୍ଭୁନାଥ ଖଣ୍ଡଗିରି, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜିତ ରଥ, ହିଲୁଙ୍ଗ ସମିତି ସଭ୍ୟ ଶୈଳରଞ୍ଜନ ବାଦି ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes