ବୀରମହାରାଜପୁର କଲେଜର ବାର୍ଷିକ କ୍ରୀଡା ଉଦଘାଟିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୧ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ସୁଦାମ ଚରଣ ସାହୁ ଏହାକୁ ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes