ବୀରମହାରାଜପୁର ଛକରେ ଜବରଦଖଲ ଉଚ୍ଛେଦ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଦର ମହକୁମା ଠାରେ ତହସିଲ ପ୍ରଶାସନ ପକ୍ଷରୁ ସ୍ଥାନୀୟ ବସଷ୍ଟାଣ୍ଡରୁ ଜଗନ୍ନାଥ ମନ୍ଦିର ଯାଏ ରାସ୍ତା ପାର୍ଶ୍ଵରୁ ଜବରଦଖଲ ଉଚ୍ଛେଦ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes