ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ଆଞ୍ଚଳିକ ପରିବହନ ପ୍ରାଧିକରଣ ତରଫରୁ ମଙ୍ଗଳବାର ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏଥିରେ ପରିବହନ କାର୍ଯ୍ୟାଳୟ ପକ୍ଷରୁ ସଚେତନତା ବାର୍ତ୍ତା ପ୍ରଦାନ କରାଯିବା ସହ ଦୁର୍ଘଟଣାକୁ କିପରି ଏଡାଯାଇ ପାରିବ ସମ୍ପର୍କରେ ଭିଡିଓ ମାଧ୍ୟମରେ ଛାତ୍ରମାନଙ୍କୁ ଅବଗତ କରାଯାଇଥିଲା। ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶ ଏଥିରେ ସଭାପତିତ୍ବ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes