ବୀରମହାରାଜପୁର ବିଜୁ ଜନତା ଦଳ ପକ୍ଷରୁ ଗଣଧାରଣା

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୫ କେଜି ଚାଉଳ ଯୋଗାଣରୁ ବଞ୍ଚିତ କରିଥିବା କେନ୍ଦ୍ର ସରକାର ନିଷ୍ପତିକୁ ବିରୋଧ କରି ଆଜି ସୋନପୁର ଜିଲ୍ଲା ବୀରମହାରାଜପୁର ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଆଗରେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes