ବୀରମହାରାଜପୁର ବିଜେପି ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର କଲ୍ୟାଣ ମଣ୍ଡପ ଠାରେ ବିଜେପି ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ସରକାର ବୀରମହାରାଜପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରିବା ଓ ମହାନଦୀରେ ଦେଉଳି – ବାଉଁଶୁଣି ସେତୁ ନିର୍ମାଣ ସମେତ ବିଭିନ୍ନ ୭ ଦଫା ସମ୍ବଳିତ ଦାବି ଉପସ୍ଥାପନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes