ବୀରମହାରାଜପୁର ବ୍ଲକରେ ଋଣ ମେଳା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ମିଶନ ଶକ୍ତି ବିଭାଗ ପକ୍ଷରୁ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଋଣ ପ୍ରଦାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୩୮୦ଟି ସ୍ବୟଂ ସହାୟିକା ଗୋଷ୍ଠୀକୁ ୮ କୋଟି ୭୮ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes