ବୀରମହାରାଜପୁର ବ୍ଲକ ମିଶନ ଶକ୍ତି କୋଠା ଉଦଘାଟିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ମିଶନ ଶକ୍ତି ଗୃହକୁ ବୀରମହାରାଜପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ଉଦଘାଟନ କରିଛନ୍ତି।

ଉକ୍ତ ଉତ୍ସବରେ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଜିଲ୍ଲା ପରିଷଦ ସଭ୍ୟ ଲବକୁମାର ସାହୁ, ବିଡିଓ ମୋତିଲାଲ ସୁଲିଆ, ଏବିଡିଓ ପୁରୁଷୋତ୍ତମ ଧରୁଆ, ସହକାରୀ ନିର୍ବାହୀ ଯନ୍ତ୍ରୀ କୈଳାଶ ବେହେରା, ମିଶନ ଶକ୍ତି ବ୍ଲକ ସଭାନେତ୍ରୀ ସସ୍ମିତା ଦାଶ, ସମ୍ପାଦକ ମମତା ବେହେରା, ବିଭିନ୍ନ ଏମବିକେ ଓ ସିଆରପି, ବିଭିନ୍ନ ସରପଞ୍ଚ ଓ ସମିତି ସଭ୍ୟସଭ୍ୟା ଓ ମିଶନ ଶକ୍ତି ସଦସ୍ୟା ମାନେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version