ବୀରମହାରାଜପୁର ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଛି ।

ଆସନ୍ତା ୨୯ ତାରିଖ ଯାଏ ଚାଲିବାକୁ ଥିବା ଏହି ଶିବିରକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଦୀନବନ୍ଧୁ ମେହେର ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes