ବୀରମହାରାଜପୁର ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ ଗୁରୁବାର ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି ।

କଲେଜର ଜାତୀୟ ସେବା ଯୋଜନା, ଯୁବ ରେଡକ୍ରସ୍, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଏବଂ ଆଇକ୍ୟୁଏସିର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମଚରଣ ସାହୁ ସଭାପତିତ୍ୱ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes