ବୀରମହାରାଜପୁର ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ +୨ ଛାତ୍ରୀଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି ।

ଏହା ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଶିକ୍ଷିକା ଭାବରେ କଲ୍ୟାଣମୟୀ ତ୍ରିପାଠୀ ଏବଂ ମାମି ଘିବେଲା ଯୋଗ ଦେଇ ମହାବିଦ୍ୟାଳୟର ୧୧୪ ଜଣ ଛାତ୍ରୀଙ୍କୁ ତାଲିମ ପ୍ରଦାନ କରୁଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes