ବୀରମହାରାଜପୁର ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଅର୍ଥନୀତି ବିଭାଗର ରିଡର ଦୀନବନ୍ଧୁ ମେହେର ଓ ଜୀବ ବିଜ୍ଞାନ ବିଭାଗର ରିଡର ରାଜେଶ୍ୱରୀ କରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।

ଏଥିରେ ପରିଚାଳନା କମିଟି ସଭାପତି ସ୍ଵୟମ୍ଭୁନାଥ ଖଣ୍ଡଗିରି ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes