ବୀରମହାରାଜପୁର ମହାବିଦ୍ୟାଳୟରେ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ଅଧ୍ୟକ୍ଷ ସୁଦାମ ଚରଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟର ପରିଚାଳନା ପରିଷଦ ସଭାପତି ସ୍ୱୟମ୍ଭୁନାଥ ଖଣ୍ଡଗିରି ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ମହାବିଦ୍ୟାଳୟରେ ଟପର ହୋଇଥିବା ରାଣୀ ମେହେରଙ୍କ ସମେତ ବିଭିନ୍ନ ସମ୍ମାନ ବିଭାଗରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନୀତ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes