ବୀରମହାରାଜପୁର ରେ ଶିଶୁ ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ବାଳକ ହାଇସ୍କୁଲ ଠାରେ ଆଜି ମହା ଆଡ଼ମ୍ବର ସହକାରେ ଶିଶୁ ଦିବସ ପାଳିତ ହୋଇଯାଇଛି। ଏଥିରେ ସମସ୍ତ ଛାତ୍ର ଓ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes