ବୀରମହାରାଜପୁର ଲୋକମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଆଜି ଅପରାହ୍ନରେ ବୀରମହାରାଜପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବୀରମହାରାଜପୁର ଲୋକମହୋତ୍ସବ ‘ମାଲେଶ୍ରୀ – ୨୦୨୩’ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ଏଥିରେ ଅଧ୍ୟକ୍ଷତା କରିଥିଲେ । ଆସନ୍ତା ଫେବୃଆରୀ ୧୦ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ମାଲେଶ୍ରୀ ମହୋତ୍ସବ ଆୟୋଜନ ପାଇଁ ବୈଠକରେ ନିଷ୍ପତି ନିଆଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes