ବୀରମହାରାଜପୁର ଶିବିରରେ ୫୧ଟି ଅଭିଯୋଗର ତୁରନ୍ତ ସମାଧାନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ ହୋଇଥିବା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜୀକୃତ ୬୦ ଗୋଟି ଅଭିଯୋଗ ମଧ୍ୟରୁ ୪୪ଟି ବ୍ୟକ୍ତିଗତ ଓ ୧୪ଟି ସାମୁହିକ ରହିଥିବାବେଳେ ଗୋଟିଏ ଦରଖାସ୍ତ ରେଡ଼କ୍ରସ ଓ ଅନ୍ୟ ଗୋଟିଏ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି ।

ପଞ୍ଜୀକୃତ ଅଭିଯୋଗ ମଧ୍ୟରୁ ୫୧ଟିର ତୁରନ୍ତ ସମାଧାନ ହୋଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes