ବୀରମହାରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ କୁଷ୍ଠ ନିରାକରଣ ପକ୍ଷ ପାଳିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ କୁଷ୍ଠ ନିରାକରଣ ପକ୍ଷ ପାଳିତ ହୋଇଯାଇଛି ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟ ଅତିଥି ତଥା ବରିଷ୍ଠ ସାମ୍ବାଦିକ ଗୋରେଖନାଥ ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes