ବୀରମହାରାଜପୁର ହାଇସ୍କୁଲ ୧୯୮୫ ବର୍ଷ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବୀରମହାରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୯୮୫ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ପୁରାତନ ଛାତ୍ର ଗିରିଜା ପଣ୍ଡା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes