ସମ୍ବଲପୁର ଜିଲ୍ଲା ଭିସୁଟ୍ରେ ଜଣେ ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ଶେଷ ବର୍ଷର କିଛି ଛାତ୍ର ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ ପରେ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛି।
ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି କୁଳପତି।
Credible Local News of Odisha