ବେଗୁନିଆରେ ଅପରାଜିତାଙ୍କ ବନ୍ଧୁମିଳନ

ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ବେଗୁନିଆ- ବୋଲଗଡ ନିର୍ବାଚନ ମଣ୍ଡଳୀରେ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇ କାର୍ଯ୍ୟକର୍ତ୍ତା ମାନଙ୍କୁ ସମ୍ବୋଧନ କରିଥିଲେ l

ଏହି ଅବସରରେ ଜିଲ୍ଲା ସଭାପତି ରଶ୍ମି ରଞ୍ଜନ ମହାପାତ୍ର, ସାଂସଦ ପ୍ରତିନିଧି ପ୍ରକାଶ ବିଜୁଳି ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes