ବେଳାଭୂମିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ପୁରୀ ବାଲିଗୁଆଳି ନିକଟ ବେଳାଭୂମିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।

ମୃତ ଯୁବତୀଙ୍କ ପରିଚୟ ମିଳିନ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes