ବୌଦ୍ଧରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳିତ

ବୌଦ୍ଧ ସ୍ଥିତ ଏ.ଏନ.ଏମ. ତାଲିମ୍ ଅନୁଷ୍ଠାନ ଠାରେ ଆଜି ଆନ୍ତର୍ଜାତୀୟ ନର୍ସ ଦିବସ ପାଳିତ ହୋଇଛି।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗ ଦେଇଥିଲେ |

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes