ବୌଦ୍ଧରେ ଜିଲ୍ଲା ପରିଷଦ ଓ ଦିଶା ବୈଠକ ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା ମୃର୍ଷୁଣ୍ଢୀସ୍ଥିତ ପଞ୍ଚାୟତ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପରିଷଦ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୩ ଗୋଟି ବ୍ଳକର ଜନପ୍ରତିନିଧି ଓ ଅଧିକାରୀମାନେ ଉପସ୍ଥିତ ରହି ଜିଲ୍ଲାର ଉନ୍ନତି ମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes