ବୌଦ୍ଧରେ ସର୍ବନିମ୍ନ ରାତି ତାପମାତ୍ରା ୧୭ ଡିଗ୍ରୀ October 27, 2022 by Odisha ବୌଦ୍ଧରେ ସର୍ବନିମ୍ନ ରାତି ତାପମାତ୍ରା ୧୭ ଡିଗ୍ରୀ ରେକର୍ଡ ହୋଇଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।