ବୌଦ୍ଧ ଜିଲ୍ଲାରେ ତିନି ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ

ଆସନ୍ତା 25 ରୁ 27 ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରା 40 ଉପରେ ରହିବା ସହ ବୌଦ୍ଧ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇ ତାପମାତ୍ରା 3 ରୁ 5 ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ ବିଭାଗ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes