ବ୍ରଜରାଜନଗରରେ ବ୍ୟୟ ତଦାରଖ ପର୍ଯ୍ୟବେକ୍ଷକ

ବ୍ରଜରାଜନଗର ବିଧାନସଭା ଉପ ନିର୍ବାଚନ ପରିପ୍ରେକ୍ଷୀରେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାବଳୀର ସଠିକ ଅନୁପାଳନ ହେଉଛି କି ନାହିଁ ସେ ସବୁର ତଦାରଖ ପାଇଁ ନିଯୁକ୍ତ ସାଧାରଣ ପର୍ଯ୍ୟବେକ୍ଷକ ଏବଂ ପ୍ରାର୍ଥୀ ମାନଙ୍କର ନିର୍ବାଚନ ବ୍ୟୟ ତଦାରଖ ଓ ଆକଳନ କରିବା ନିମନ୍ତେ ଖର୍ଚ୍ଚ ପର୍ଯ୍ୟବେକ୍ଷକ ପହଞ୍ଚିଛନ୍ତି ।

ସାଧାରଣ ପର୍ଯ୍ୟବେକ୍ଷକ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀମତୀ ମାଧବୀ କଟାରିଆ ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାରତୀୟ ରାଜସ୍ବ ସେବା ଅଧିକାରୀ ନେଲାପାଟଲା ଅଶୋକ ବାବୁ ବର୍ତ୍ତମାନ ଆମ ଜିଲ୍ଲାରେ ପହଞ୍ଚି ଅବସ୍ଥାନ କରୁଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes