ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ଜାରି କଲା ୪୦ ଜଣିଆ ପ୍ରଚାରକ ତାଲିକା

ତାଲିକାରେ ବିଜେପି ସଭାପତି ସମୀର ମହାନ୍ତିଙ୍କ ସହ ୫ କେନ୍ଦ୍ରମନ୍ତ୍ରୀଙ୍କ ନାଁ ରହିଛି।

ଏହା ସହ ଡି.ପୁରନ୍ଦେଶ୍ୱରୀ, ବୈଜୟନ୍ତ ପଣ୍ଡା, ସାଂସଦ ଅପରାଜିତା ଷଡ଼ଙ୍ଗୀ, ସମ୍ବିତ ପାତ୍ର, ରମଣ ସିଂ, ପ୍ରତାପ ଷଡ଼ଙ୍ଗୀ,ସୁରେଶ ପୂଜାରୀଙ୍କ ନାଁ ତାଲିକାରେ ଅଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes