ବ୍ରଜରାଜନଗର ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ଆଜି ଜାରି କରିଥିବା 40 ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, କହ୍ନେୟା କୁମାର, ଜିଗ୍ନେଶ ମେୱାନୀ ପ୍ରମୁଖ ସ୍ଥାନ ପାଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes