ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଅବସର କାଳୀନ ସମ୍ବର୍ଦ୍ଧନା

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସିନେଟ୍ ହଲ ଠାରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା।

ଏଥିରେ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟର ଦପ୍ତରୀ ପ୍ରଶାନ୍ତ କୁମାର ପଣ୍ଡା ଏଵଂ ବିଶ୍ଵବିଦ୍ୟାଳୟ ର ସୁଇପର ସାହେବ ନାହାକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ।ପିଜି କାଉନସିଲ ଅଧ୍ୟକ୍ଷ ତଥା ଭାରପ୍ରାପ୍ତ କୁଳପତି ପ୍ରଫେସର ପ୍ରତାପ କୁମାର ମହାନ୍ତି ଏବଂ କୁଳସଚିବ ପ୍ରଦୀପ ମିଶ୍ର ମଞ୍ଚାସିନ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes