ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ୱାଦିକ ଓ ଗଣ ଯୋଗାଯୋଗ ବିଭାଗରେ ବିଦାୟ ସମ୍ବର୍ଦ୍ଧନା

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପିଜି ସାମ୍ବାଦିକ ଓ ଗଣ ଯୋଗାଯୋଗ ବିଭାଗରେ ଆଜି ୧ ୟ ବର୍ଷର ଛାତ୍ରଛାତ୍ରୀମାନେ ୨ୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି।

ଏହି ସମ୍ବର୍ଦ୍ଧନାରେ ବିଭାଗୀୟ ମୁଖ୍ୟ ପ୍ରଫେସର୍ ଡ଼ଃ ଗଣେଶ ସେଠୀ ଓ ଅନ୍ୟ ଅଧ୍ୟାପକ ଅଧ୍ୟାପିକାମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes