ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଇଂରାଜୀ ବିଭାଗରେ ଆଲୁମୁନି ସେମିନାର

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଇଂରାଜୀ ବିଭାଗରେ ଆଜି ଅନୁଷ୍ଟିତ ଆଲୁମୁନି ସେମିନାରରେ କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ। ।

ଏଥିରେ ବହୁ ସଂଖ୍ୟକ ଛାତ୍ର ଛାତ୍ରୀ, ଗବେଷକ, ଗବେଶିକା ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes