ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଆଜି କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡିଏଫ୍ଓ ଅମ୍ଳାନ ନାୟକ ଯୋଗ ଦେଇ ବୃକ୍ଷ ରୋପଣର ଶୁଭାରମ୍ଭ କରିଛନ୍ତି।
ସପ୍ତାହ ମଧ୍ୟରେ କମ୍ପାସ ମଧ୍ୟରେ ପ୍ରାୟ ୧୦୦୦ରୁ ଉର୍ଦ୍ଧ୍ବ ଚାରା ରୋପଣ କରାଯିବ ବୋଲି କୁଳପତି କହିଛନ୍ତି।