କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ନିମପୁର ଗାଁରେ ଜଣେ ଯୁବକ ଶୌଚ ପାଇଁ ଯାଇଥିବା ବେଳେ କୁମ୍ଭୀର ଟାଣି ନେଇଥିଲା।
କୁମ୍ଭୀରଠାରୁ ବର୍ତ୍ତିବାକୁ ଉଦ୍ୟମ କରି ଯୁବକ ଆହତ ହୋଇଛନ୍ତି। ତାଙ୍କୁ କେନ୍ଦ୍ରାପଡ଼ା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
Credible Local News of Odisha