ବ୍ଲକସ୍ତରୀୟ ଜୁନିଅର ରେଡକ୍ରସ୍ ସଚେତନତା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜାପୁର ବ୍ଳକ ଅନ୍ତର୍ଗତ ପିତାମହୁଲ ଉନ୍ନୀତ ହାଇସ୍କୁଲ ପ୍ରାଙ୍ଗଣରେ ଏକ ଦିବସୀୟ ବ୍ଲକସ୍ତରୀୟ ଜୁନିଅର ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସରପଞ୍ଚ ଆକସ୍ମିକା ବଢେଇ ସ୍ଵତନ୍ତ୍ର ଅତିଥି ଭାବରେ ଯୋଗଦେଲ ରେଡକ୍ରସ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ବୀରମହାରାଜାପୁର ଗୋଷ୍ଠୀ ଶିକ୍ଷା ଅଧୂକାରୀ ଶାନ୍ତନୁ କୁମ୍ଭକାର ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes